ନବ ଦାସ ହତ୍ୟା ମାମଲାରେ ମୁଦାଲାକୁ ସୁରକ୍ଷା ଦେବା ପାଇଁ ରାଜ୍ୟ ସରକାର ବ୍ୟଗ୍ର-ନରସିଂହ ମିଶ୍ର

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡକୁ ମାସେରୁ ଅଧିକ ସମୟ ବିତିସାରିଛି। ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ କ୍ରାଇମବ୍ରାଞ୍ଚ ଜେରା କରୁଛି। କିନ୍ତୁ କ୍ଷୋଭର ବିଷୟ ହେଲା ଯେ, କ୍ରାଇମବ୍ରାଞ୍ଚ ମାସେ ହେଲା ଗୋପାଳକୁ ପଚରାଉଚରା କରୁଥିଲେ ବି ହତ୍ୟାକାଣ୍ଡର କାରଣ ଜାଣିପାରି ନାହିଁ। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ମୋ ପାଖରେ … Continue reading ନବ ଦାସ ହତ୍ୟା ମାମଲାରେ ମୁଦାଲାକୁ ସୁରକ୍ଷା ଦେବା ପାଇଁ ରାଜ୍ୟ ସରକାର ବ୍ୟଗ୍ର-ନରସିଂହ ମିଶ୍ର