ସତୀଶ କୌଶିକଙ୍କ ପରଲୋକ ପରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଗୁରୁବାର ସକାଳେ ପରଲୋକ ଘଟିଥିଲା। ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ୱିଟ କରି ଏହି ସୂଚନା ଦେଇଥିଲେ। ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା କୁହାଯାଉଛି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ। ତାଙ୍କର ମୃତ୍ୟୁ … Continue reading ସତୀଶ କୌଶିକଙ୍କ ପରଲୋକ ପରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ