ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା: ମଞ୍ଚେଶ୍ୱର ଥାନାରେ ଅଭିଯୋଗ କଲେ ମୃତକଙ୍କ ପରିବାର

ଭୁବନେଶ୍ୱର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜଳିପାଟଣା ଗ୍ରାମରେ ବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ସ୍ୱାମୀ ଓ ଶ୍ୱଶୁରଘର ଲୋକେ ମିଶି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ପରିବାର। ମୃତକ ହେଉଛନ୍ତି ଜଗତସିଂପୁର ଜିଲ୍ଲା ଡିଆସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ସୂଚନା ଅନୁଯାୟୀ, ଲକ୍ଷ୍ମୀପ୍ରିୟା ଜଲିପାଟଣାର ପ୍ରଭାତ ପରିଡ଼ାଙ୍କୁ ଗତ ୨ ବର୍ଷ ୨ ମାସ ତଳେ ବିବାହ କରିଥିଲେ। ଗତକାଲି ରାତିରେ କୌଣସି କାରଣକୁ ନେଇ ଏହି … Continue reading ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା: ମଞ୍ଚେଶ୍ୱର ଥାନାରେ ଅଭିଯୋଗ କଲେ ମୃତକଙ୍କ ପରିବାର