ବିଭ୍ରାଟ ସୃଷ୍ଟି କରିବାରୁ ବିଜେପି ନେତାଙ୍କୁ ଠେଲାପେଲା, ଚିରିଗଲା ଡ୍ରେସ

ଆସିକା: ଆଜି ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅଫିସ୍‌ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିଲା। ଏଥିରେ ଘୁମୁସର ସାଂଗଠନିକ ଜିଲ୍ଲା କୃଷକ ସେଲ୍‌ ସଭାପତି ପ୍ରଦୀପ ପତ୍ରୀ ଓ ତାଙ୍କର କିଛି କର୍ମୀ ଯୋଗଦେଇ ବାହାଡାଗୁଡା ଗ୍ରାମରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ କରିଥିଲେ। ଏହି ଦୁର୍ନୀତିରେ ସଂପୃକ୍ତ ଅଧିକାରୀ ଓ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ ପ୍ରଦୀପ। କିନ୍ତୁ ବିଜେଡି କର୍ମୀଙ୍କୁ ଏହା … Continue reading ବିଭ୍ରାଟ ସୃଷ୍ଟି କରିବାରୁ ବିଜେପି ନେତାଙ୍କୁ ଠେଲାପେଲା, ଚିରିଗଲା ଡ୍ରେସ