ବିଜେପିରେ ସାମିଲ ହେଲେ ଓଡ଼ିଆ ଅଭିନେତ୍ରୀ ଜିନା ଓ ସ୍ୱାମୀ ରୁଦ୍ର

ବାଲେଶ୍ଵର: ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ ଜିନା ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀଙ୍କ ସହ ପ୍ରାୟ ୮୦ରୁ ଅଧିକ ସମର୍ଥକ ବ୍ୟକ୍ତି ବିଜେପିରେ ଯୋଗ ଦେଇଛନ୍ତି। ଆଜି ବାଲେଶ୍ଵର ବିଜେପି ଅଫିସରେ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଆଲମବ … Continue reading ବିଜେପିରେ ସାମିଲ ହେଲେ ଓଡ଼ିଆ ଅଭିନେତ୍ରୀ ଜିନା ଓ ସ୍ୱାମୀ ରୁଦ୍ର