ମେଗା ଜଳ ପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କ ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରିପଦା ପଞ୍ଚାୟତ କେମ୍ପସଡା ଗ୍ରାମର ଚିଲିକାପୋଶିପଡାଠାରେ ନିର୍ମିତ ହେଉଥିବା ମେଗା ଜଳପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କ ଉପରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୁଲିସ ଜବତ କରିଛି। ମୃତକ ଯୁବକ ପଶ୍ଚିମବଙ୍ଗ ଅଞ୍ଚଳର ପରାନ୍ ମୋଦୀ(୨୧)ବୋଲି ଜଣାପଡିଛି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ଏନେଇ ଏକ (୧୦/୨୩)ମାମଲା ରୁଜୁ ପରେ ଶବ … Continue reading ମେଗା ଜଳ ପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କ ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର