ଗୃହରେ ଉଠିଲା ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା : ଉତ୍ତର ରଖିଲେ ମନ୍ତ୍ରୀ

ଭୁବ‌ନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା। ଏହି ମାମଲାର କ୍ରାଇମବ୍ରାଞ୍ଚ୍ ତଦନ୍ତ ସହ ନ୍ୟାୟିକ ତଦନ୍ତ ଚାଲିଛି। କଣ୍ଟାବାଞ୍ଜି ଜୁଡିସିଆଲ ମାଜିଷ୍ଟେଟ ତଦନ୍ତ କରୁଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ, ଘଟଣାସ୍ଥଳରୁ ମିଳିଥିବା ସମସ୍ତ ତଥ୍ୟକୁ ଭିଡିଓ ଗ୍ରାଫି ଓ ଫଟୋଗ୍ରାଫି କରାଯାଇଛି। ବିଶେଷଜ୍ଞଙ୍କ ରିପୋର୍ଟକୁ ଆଧାର କରି ଏହି ତଥ୍ୟ ଗୃହରେ ରଖାଯାଇଛି।ପୋଷାକରୁ ମିଳିଥିବା ଲଫାପା ପୁଲିସ ପାଖରେ ଅଛି। … Continue reading ଗୃହରେ ଉଠିଲା ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା : ଉତ୍ତର ରଖିଲେ ମନ୍ତ୍ରୀ