୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣାରେ ପାକିସ୍ତାନ ଏପର୍ଯ୍ୟନ୍ତ ‘ଆନ୍ତରିକତା’ ଦେଖାଇନାହିଁ: ବୈଦେଶିକ ମନ୍ତ୍ରାଳୟ ରିପୋର୍ଟ

ନୂଆଦିଲ୍ଲୀ: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ସୋମବାର (ମାର୍ଚ୍ଚ ୧୩, ୨୦୨୩) ଏହାର ବାର୍ଷିକ ରିପୋର୍ଟ ଜାରି କରି କହିଛି ଯେ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପୀଡ଼ିତଙ୍କ ପରିବାରକୁ ନ୍ୟାୟ ଦେବାରେ ପାକିସ୍ତାନ ବିଫଳ ହୋଇଛି। ମନ୍ତ୍ରାଳୟର ପଲିସି ପ୍ଲାନିଂ ଡିଭିଜନ ଦ୍ୱାରା ପ୍ରସ୍ତୁତ ୩୪୫ ପୃଷ୍ଠାର ରିପୋର୍ଟରେ ବୈଦେଶିକ ମନ୍ତ୍ରାଳୟ ନିୟନ୍ତ୍ରଣ ରେଖା ଏବଂ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ପାକିସ୍ତାନର କ୍ରମାଗତ ସୀମାପାର ଆତଙ୍କବାଦ, ଅନୁପ୍ରବେଶ … Continue reading ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣାରେ ପାକିସ୍ତାନ ଏପର୍ଯ୍ୟନ୍ତ ‘ଆନ୍ତରିକତା’ ଦେଖାଇନାହିଁ: ବୈଦେଶିକ ମନ୍ତ୍ରାଳୟ ରିପୋର୍ଟ