ବିଧାନସଭାରେ ଡ୍ରପ ଆଉଟ ପ୍ରସଙ୍ଗ : ମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ଆଜି ବିଧାନସଭାରେ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ସେ କହିଛନ୍ତି, ‘ମାଟ୍ରିକ୍‌ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତ ରହିଲେ। ଡ୍ରପଆଉଟ ଅନୁପାତରେ ପୂରା ଭାରତରେ ଓଡିଶା ଏକ ନମ୍ବର ପାଲଟିଲା। ପରୀକ୍ଷା ବେଳେ ମନ୍ତ୍ରୀ ପରିଦର୍ଶନ ନାଁରେ ସ୍କୁଲ ଯାଇ ପିଲାଙ୍କ ସହ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ପିଲାଙ୍କ ସ୍ଥିରତା ଉପରେ … Continue reading ବିଧାନସଭାରେ ଡ୍ରପ ଆଉଟ ପ୍ରସଙ୍ଗ : ମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ବିରୋଧୀ ଦଳ ନେତା