ଓଡ଼ିଶାରେ ହାତୀ ମଡ଼କ ନେଇ ପ୍ରଶ୍ନ କଲେ ବିଧାୟକ କୁସୁମ ଟେଟେ: ଉତ୍ତର ରଖିଲେ ମନ୍ତ୍ରୀ ପ୍ରଦୀପ ଅମାତ

ଭୁବନେଶ୍ବର : ୨୦୧୭-୧୮ରୁ ୨୦୨୧-୧୧ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନରରେ ଉତ୍ତର ରଖି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାକୃତିକ କାରଣରୁ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୧୦ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଷ ପ୍ରୟୋଗ … Continue reading ଓଡ଼ିଶାରେ ହାତୀ ମଡ଼କ ନେଇ ପ୍ରଶ୍ନ କଲେ ବିଧାୟକ କୁସୁମ ଟେଟେ: ଉତ୍ତର ରଖିଲେ ମନ୍ତ୍ରୀ ପ୍ରଦୀପ ଅମାତ