ଏସସିଓ ସମ୍ମିଳନୀ ପାଇଁ ପାକିସ୍ତାନକୁ ଭାରତର ନିମନ୍ତ୍ରଣ

ନୂଆଦିଲ୍ଲୀ: ଆସନ୍ତା ମାସରେ ଦିଲ୍ଲୀରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସ୍ ସିଓ) ବୈଠକରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ୍ ଙ୍କୁ ଭାରତ ନିମନ୍ତ୍ରଣ କରିଛି। ଏସସିଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ବୈଠକରେ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ କରାଯାଇଛି। ଏସସିଓରେ ଭାରତ, ପାକିସ୍ତାନ, ଚୀନ, କାଜାଖସ୍ତାନ, କିର୍ଗିଜସ୍ତାନ, ରୁଷିଆ, ତାଜିକିସ୍ତାନ ଓ ଉଜବେକିସ୍ତାନ ରହିଛନ୍ତି। ଏହି ବୈଠକ ପାଇଁ ଭାରତର ମନ୍ତ୍ରୀମାନେ ନିଜ ନିଜର ପ୍ରତିପକ୍ଷମାନଙ୍କୁ … Continue reading ଏସସିଓ ସମ୍ମିଳନୀ ପାଇଁ ପାକିସ୍ତାନକୁ ଭାରତର ନିମନ୍ତ୍ରଣ