ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

କଟକ : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଭୁବନେଶ୍ୱର-କଟକ କମିସ‌ନରେଟ ପୁଲିସ ଅନ୍ତର୍ଗତ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ମିଳିଲା ସର୍ତ୍ତମୂଳକ ଜାମିନ। ପୂର୍ବରୁ ଭୁବନେଶ୍ୱର ଏଡିଜେ-୨ କୋର୍ଟ ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ସୂଚନାଯୋଗ୍ୟ କମିସନରେଟ୍ ପୁଲିସ ଗତବର୍ଷ ଅକ୍ଟୋବର … Continue reading ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍