ଡ୍ରାଇଭର ଆନ୍ଦୋଳନ ନେଇ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର: ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ ହୋଇଛି। ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେପି ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। ଏହାପରେ ୧୦ ମିନିଟ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ କହିଥିଲେ, ସରକାର ସେମାନଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ଆଉ ଗୋଟିଏ ଗୃପକୁ ଉସୁକାଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ଚାହୁଁଛନ୍ତି। … Continue reading ଡ୍ରାଇଭର ଆନ୍ଦୋଳନ ନେଇ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି