ଜଙ୍ଗଲ କାଟିବା ଅଭିଯୋଗରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ରାଇଘର: ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ ଜଘନ୍ୟ କାଣ୍ଡ ଘଟାଇ ଚାଲିଛନ୍ତି। ଆଜି ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶ (୩୮)ଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ କରାଯାଇଛି। ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ … Continue reading ଜଙ୍ଗଲ କାଟିବା ଅଭିଯୋଗରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ