ମୁଦ୍ରଣଜନିତ ତ୍ରୁଟି, ଚିନ୍ତା କରିବାର କିଛି ନାହିଁ: ବୋର୍ଡ ସଭାପତି

କଟକ: ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ୱୀକାର କରିଛି ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)। ମୁଦ୍ରଣଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା। ଏନେଇ ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି, କିଛି ସେଣ୍ଟରରେ ପ୍ରଶ୍ନପତ୍ରରେ ମୁଦ୍ରଣଜନିତ ତ୍ରୁଟି ହୋଇଥିବାର ଅଭିଯୋଗ ଆସିଛି। ଅଳ୍ପ ଛାତ୍ରଛାତ୍ରୀ ଏଭଳି ପ୍ରଶ୍ନପତ୍ର ପାଇଥିଲେ। ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏଭଳି ମୁଦ୍ରଣଜନିତ ତ୍ରୁଟି ହୋଇଛି। ଏଥିଲାଗି ଛାତ୍ରଛାତ୍ରୀ ବା ଅଭିଭାବକମାନେ … Continue reading ମୁଦ୍ରଣଜନିତ ତ୍ରୁଟି, ଚିନ୍ତା କରିବାର କିଛି ନାହିଁ: ବୋର୍ଡ ସଭାପତି