ଆଉ ଏକ ଅବହେଳିତ ଐତିହାସିକ ବୌଦ୍ଧପୀଠ କୁରୁମ

କୋଣାର୍କ: କୋଣାର୍କର ଅନତି ଦୂରରେ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ଅଧୀନରେ ଥିବା ଏକ ଐତିହାସିକ ବୌଦ୍ଧପୀଠ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ସୂଚନା ମୁତାବକ, କୋଣାର୍କ ସୂର୍ଯ୍ୟମନ୍ଦିରଠାରୁ ମାତ୍ର ୬ କିଲୋମିଟର ଦୂରରେ କୁରୁମ ଗ୍ରାମ ରହିଛି। ୭୦ ଦଶକରେ କୁରୁମ ଗ୍ରାମ ବିଦ୍ୟାଳୟର ଶିକ୍ଷକ ବ୍ରଜବନ୍ଧୁ ଦାଶ ବିଦ୍ୟାଳୟ ପରିସରରେ ଗଛ ଲଗାଇବାକୁ ଗାତ ଖୋଳିବା ସବୟରେ ଏହି ସ୍ଥାନରୁ ଖପରା, ପୁରୁଣା ଇଟା ଭଳି ସମାଗ୍ରୀ ପାଇଥିଲେ। କ୍ରମେ … Continue reading ଆଉ ଏକ ଅବହେଳିତ ଐତିହାସିକ ବୌଦ୍ଧପୀଠ କୁରୁମ