ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇଲେ ଜୟନାରାୟଣ ମିଶ୍ର

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଥିଲେ। ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ନବ ଦାସଙ୍କ ହତ୍ୟାକାଣ୍ଡକୁ ୫୦ଦିନ ପୁରିଗଲାଣି। ହତ୍ୟାକାଣ୍ଡର ଉଦ୍ଦେଶ୍ୟ କଣ ଓ ଘଟଣା ପଛରେ କିଏ ତାହା ଏ ପର୍ଯ୍ୟନ୍ତ ଜଣା ପଡ଼ିଲାନି। ଏସସିବି ମେଡିକାଲ ବୋର୍ଡ ଗୋପାଳ ପାଗଳ ନୁହେଁ ବୋଲି କହିବା … Continue reading ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇଲେ ଜୟନାରାୟଣ ମିଶ୍ର