ମହିଳା ବିଶ୍ୱକପ୍‌ ହକି: କ୍ୱାର୍ଟର୍ ଫାଇନାଲ୍‌ରେ ଭାରତ

ନୂଆଦିଲ୍ଲୀ: ଲଣ୍ଡନରେ ଚାଲିଥିବା ମହିଳା ବିଶ୍ୱକପ୍‌ ହକିରେ କ୍ୱାର୍ଟର୍‌ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତ। ଇଟାଲୀକୁ ୩-୦ ଗୋଲ୍‌ରେ ପରାସ୍ତ କରି ଦଳ କ୍ୱାର୍ଟର୍ ଫାଇନାଲ୍‌ରେ ପ୍ରବେଶ କରିଛି। ଗତକାଲି ମ୍ୟାଚ୍‌ରେ ଦମ୍‌ଦାର୍‌ ପ୍ରଦର୍ଶନ କରିଥିଲେ ଭାରତୀୟ ଖେଳାଳି। ଦଳ ପକ୍ଷରୁ ପ୍ରଥମ ୯ ମିନିଟ୍‌ରେ ଲାଲ୍‌ ରେମିସିଆନି ପ୍ରଥମ ଗୋଲ୍‌ ସ୍କୋର୍‌ କରିଥିଲେ। ୪୫ ମିନିଟ୍‌ରେ ଦ୍ୱିତୀୟ ଗୋଲ୍‌ କରିଥିଲେ ନେହା ଗୋୟଲ। ସେହିପରି ୫୫ ମିନିଟ୍‌ରେ ବନ୍ଦନା … Continue reading ମହିଳା ବିଶ୍ୱକପ୍‌ ହକି: କ୍ୱାର୍ଟର୍ ଫାଇନାଲ୍‌ରେ ଭାରତ