ଦଶାଶ୍ୱମେଧ ଘାଟରେ ବାରୁଣୀ ସ୍ନାନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଯାଜପୁର: ଆଜି ପବିତ୍ର ବାରୁଣୀ। ଯାଜପୁର ଦଶାଶ୍ୱମେଧ ଘାଟ ପୁଣ୍ୟତୋୟା ବୈତରଣୀ ନଦୀରେ ଆଜି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ କରିଛନ୍ତି। ଏଥିସହିତ ବୈତରଣୀ ନଦୀକୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ। ଏହି ଇତିହାସ ବର୍ଣ୍ଣିତ ଓ ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଲା ଓ ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଯୋଗ ଦେଇଛନ୍ତି।ବିଶ୍ୱାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୂପ। … Continue reading ଦଶାଶ୍ୱମେଧ ଘାଟରେ ବାରୁଣୀ ସ୍ନାନ କଲେ ହଜାର ହଜାର ଶ୍ରଦ୍ଧାଳୁ