ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନରସିଂହଙ୍କ ଦ୍ଵାରା ସ୍ୱାଧିକାର ଭଙ୍ଗ ନୋଟିସକୁ ନେଇ ଗୃହ ସରଗରମ

ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧିକାର ଭଙ୍ଗ ନୋଟିସ୍ ଜାରି ନ ହେବାକୁ ନେଇ ଆଜି ବିଧାନସଭା ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଅଣା ଯାଇଥିବାରୁ ତାକୁ ଗ୍ରହଣ କରା ଗଲାନି କି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଛନ୍ତି, ପୂର୍ବରୁ ଯେବେ ସ୍ୱାଧିକାର ଭଙ୍ଗ ନୋଟିସ୍ ମୁଁ ଯେଉଁ … Continue reading ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନରସିଂହଙ୍କ ଦ୍ଵାରା ସ୍ୱାଧିକାର ଭଙ୍ଗ ନୋଟିସକୁ ନେଇ ଗୃହ ସରଗରମ