ଶିଶୁଭବନ ଛକରେ ହୋର୍ଡିଂ ଟାୱାର ଉପ‌ରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଶିଶୁଭବନ ଛକରେ ସକାଳୁ ସକାଳୁ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାୱାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ଅଧଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଯୁବକ। ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହି ଯୁବକଙ୍କ ନାମ ଟୁଲୁ ପାତ୍ର ଓ … Continue reading ଶିଶୁଭବନ ଛକରେ ହୋର୍ଡିଂ ଟାୱାର ଉପ‌ରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ