କରୋନା ଏପର୍ଯ୍ୟନ୍ତ ଯାଇନାହିଁ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରୁ ସଂପୂର୍ଣ୍ଣ ଭାବେ ହଟିନାହିଁ କରୋନା ସଂକଟ। ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଗୁରୁବାର ଗଣମାଧ୍ୟମ ସହ ଆଲୋଚନା କରିଛନ୍ତି। ସେ କହିଛନ୍ତି, କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଗତ ସପ୍ତାହର ତଥ୍ୟ ଅନୁଯାୟୀ, ବିଶ୍ୱରେ ଦୈନିକ ୯୩୯୭୭ ମାମଲା ସାମ୍ନାକୁ ଆସୁଛି। ଆମେରିକାରେ ୧୯%, ରୁଷିଆରେ ୧୨.୬%, ଚାଇନାରେ ୮.୩%, ଦକ୍ଷିଣ କୋରିଆରେ ୮% ଏବଂ … Continue reading କରୋନା ଏପର୍ଯ୍ୟନ୍ତ ଯାଇନାହିଁ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ