‘ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମରେ ମହାପ୍ରଭୁଙ୍କ ହେରିଟେଜ କରିଡର ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ’-୫ଟି ସଚିବ

ଜୁନ ୧୫ ସୁଦ୍ଧା ସଂପୂର୍ଣ୍ଣ ହେବ ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ହେରିଟେଜ୍‌ କରିଡର ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ରାଜ୍ୟ … Continue reading ‘ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମରେ ମହାପ୍ରଭୁଙ୍କ ହେରିଟେଜ କରିଡର ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ’-୫ଟି ସଚିବ