‘ମୋ ବସ୍‌’ରୁ ୫୦ ହଜାର ଲୁଟ୍‌ ଅଭିଯୋଗ

ଭୁବନେଶ୍ବର: ଗତ ୧୦ ତାରିଖରେ ଝିଅର ବାହାଘର କରିଥିଲେ। ପରମ୍ପରା ଅନୁସାରେ ବାହାଘରକୁ ଆସିଥିବା ସ୍ବତନ୍ତ୍ର ଅତିଥିମାନଙ୍କୁ ଲୁଗା ଦେବାକୁ ମନସ୍ଥିର କରିଥିଲେ। ଏଥିପାଇଁ ଭୁବନେଶ୍ବରକୁ ଲୁଗା କିଣିବାକୁ ଆସିଥିଲେ। କିନ୍ତୁ ଲୁଗା କିଣିବା ପୂର୍ବରୁ ପାଖରେ ରଖିଥିବା ୫୦ ହଜାର ଟଙ୍କା ‘ମୋ ବସ୍‌’ରେ ମଙ୍ଗଳବାର ଲୁଟ୍‌ ହୋଇଥିବା ନେଇ ଜଣେ ବ୍ୟକ୍ତି ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ହୋଇଛି। ଚୋରିର ଶିକାର ହୋଇଛନ୍ତି କଟକ ଜିଲ୍ଲା ବାଙ୍କୀ ଥାନା … Continue reading ‘ମୋ ବସ୍‌’ରୁ ୫୦ ହଜାର ଲୁଟ୍‌ ଅଭିଯୋଗ