ବିଧାନସଭାରେ ପୁଣି ଉଠିଲା ନବ ଦାସ ପ୍ରସଙ୍ଗ : ବିରୋଧୀ ଦଳ ନେତାଙ୍କ ସହ ସ୍ୱର ମିଳାଇଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ପୁଣି ନବ ଦାସ ପ୍ରସଙ୍ଗ ଉଠାଇଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ଏଣେ ତାଙ୍କ କଥାକୁ ସମର୍ଥନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ବିରୋଧୀ ଦଳ ନେତା କହିଛନ୍ତି, ନବ ଦାସ ଷଡ଼ଯନ୍ତ୍ର ହତ୍ୟାର ଷାଠିଏ ଦିନ ପୂର୍ଣ୍ଣ ହେଲା। ହତ୍ୟାର ଉଦ୍ଦେଶ୍ୟ ଏବଂ ଏହା ପଛରେ କିଏ ଜଣା ପଡ଼ିଲା ନାହିଁ। ଏଥିରୁ ଓଡ଼ିଶା ପୁଲିସର ପାରିବାପଣିଆ … Continue reading ବିଧାନସଭାରେ ପୁଣି ଉଠିଲା ନବ ଦାସ ପ୍ରସଙ୍ଗ : ବିରୋଧୀ ଦଳ ନେତାଙ୍କ ସହ ସ୍ୱର ମିଳାଇଲେ କଂଗ୍ରେସ ବିଧାୟକ ଦଳ ନେତା