ଆଜି ବିଳମ୍ବରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଯିବେ ମାଉସୀ ଘର

ଭୁବନେଶ୍ବର: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ନୀତିକାନ୍ତି ଅଢେଇ ଘଣ୍ଟା ବିଳମ୍ବରେ ଚାଲୁଛି। ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି। ବ୍ରାହ୍ମଣ ନିଯୋଗ ସମ୍ପାଦକ ରଥ ପ୍ରସ୍ତୁତିରେ ବିଳମ୍ବ ଓ ମନ୍ଦିର ପ୍ରଶାସନର ଅବହେଳାକୁ ଏଥିଲାଗି ଦାୟୀ କରିଛନ୍ତି। ଯଦି ଏହି ଭଳି ଭାବେ ବିଳମ୍ବରେ ନୀତି ଚାଲେ, ତେବେ ପହଣ୍ଡି ବିଳମ୍ବ ହେବା ସହ ୫ ଟା ବେଳେ ରଥ ଟଣା … Continue reading ଆଜି ବିଳମ୍ବରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଯିବେ ମାଉସୀ ଘର