କୋଭିଡ ରୋଗୀଙ୍କର ଚିକିତ୍ସା ଲାଗି କ୍ୟାପିଟାଲ ହସ୍ପିଟାଲ ପ୍ରସ୍ତୁତ: ନିର୍ଦ୍ଦେଶକ

ଭୁବନେଶ୍ୱର: କୋଭିଡ ସ୍ଥିତିକୁ ନେଇ କରାଯିବ ମକଡ୍ରିଲ। ଏସଂପର୍କରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି, ଏବେ ନୂଆ ଏକ ଭାରିଆଣ୍ଟ ଆସୁଛି। ଏହାକୁ ନେଇ ସମଗ୍ର ଦେଶରେ ପଜିଟିଭ ସଂଖ୍ୟା ବୃଦ୍ଧି ପାଉଛି। କେନ୍ଦ୍ର ସରକାର କୋଭିଡ ସଂଖ୍ୟାକୁ ନେଇ ଏକ ନୂଆ ଆଡ଼ଭାଇଜରି ଜାରି କରିଛନ୍ତି। ଆମକୁ କଡାକଡି ନିୟମ ପାଳନ କରିବାକୁ ପଡ଼ିବ।ଆମ ରାଜ୍ୟରେ ମାସେ ଭିତରେ ପିକ ଆସିପାରେ। ଆମେ କିଭଳି ପ୍ରସ୍ତୁତ … Continue reading କୋଭିଡ ରୋଗୀଙ୍କର ଚିକିତ୍ସା ଲାଗି କ୍ୟାପିଟାଲ ହସ୍ପିଟାଲ ପ୍ରସ୍ତୁତ: ନିର୍ଦ୍ଦେଶକ