ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ନେଇ ନିଷ୍ପତ୍ତି ନେବେ ସରକାର: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: କୋଭିଡ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଥିବା ଜଣାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ଏଥିଲାଗି ୫୦ହଜାର ଟୀକା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଚି। ତେବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିଷ୍ପତ୍ତି ନେବେ ସରକାର। ସଂକ୍ରମଣର ଭୟାବହତା କମ ଅଛି। ସେତେ ସିରିୟସ ହେଉନାହାନ୍ତି ରୋଗୀ। ମେଡିକାଲରେ ବି … Continue reading ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ନେଇ ନିଷ୍ପତ୍ତି ନେବେ ସରକାର: ପରିବାର କଲ୍ୟାଣ ନିର୍ଦ୍ଦେଶକ