କଟକ ଲିଙ୍କରୋଡରେ ବସରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର କ୍ଷତି

କଟକ : କଟକ ଲିଙ୍କରୋଡଠାରେ ଦେଖିବାକୁ ମିଳିଛି ଏକ ଭୟାବହ ଅଗ୍ନିକାଣ୍ଡ। ଏକ ବସରେ ନିଆଁ ଲାଗି ଯିବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ବସଟି ଦୀର୍ଘଦିନ ହେବ ଥୁଆ ହୋଇ ରହିଥିବା ବେଳେ ଆଜି ହଠାତ ସେଥିରେ ନିଆଁ ଲାଗିଥିଲା। ବସ ପାଖରେ ଥିବା ଏକ ପାନ ଦୋକାନ ଓ ଗଛରେ ମଧ୍ୟ ଏହି ନିଆଁ ଲାଗିଛି। ଦୋକାନରେ ଥିବା ସମସ୍ତ ଜିନିଷ ଜଳି ପାଉଁଶ … Continue reading କଟକ ଲିଙ୍କରୋଡରେ ବସରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର କ୍ଷତି