ଦେଶର ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡ଼ା

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଖୁବ୍ ଅଧିକ ରହିଥିବା ବେଳେ ବର୍ତ୍ତମାନ ସ୍ଥିତିରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରି ରେକର୍ଡ କରାଯାଉଛି। ଗତ ୨୪ ଘଣ୍ଟାରେ ଦେଶରେ ଉତ୍ତପ୍ତ ସହର ଭାବେ ଝାରସୁଗୁଡ଼ା ଓ ବାରିପଦା ରେକର୍ଡ ହୋଇଛି ବୋଲି ପାଣିପାଗ ଵିଜ୍ଞାନୀ ଉମାଶଙ୍କର ଦାଶ ଗଣମାଧ୍ୟମରେ ନିଜର ବୟାନ ଦେଇ କହିଛନ୍ତି। କଟକ, ଭୁବନେଶ୍ୱର, ବାରିପଦା ଭଳି ସହରରେ ହିଟ୍‌ ୱେଭ୍ ସ୍ଥିତି ଜାରି ରହିଛି। … Continue reading ଦେଶର ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡ଼ା