ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ପ୍ରସ୍ତୁତି : ବାଜିବନି ଡିଜେ, ଗୋଟିଏ ସ୍ଥାନରେ ଫୁଟିବ ବାଣ

ପୁରୁଣା ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିବାହ ଓ ଶୀତଳଷଷ୍ଠୀ ପାଇଁ ବିଭିନ୍ନ ନିଯୋଗ ପ୍ରତିନିଧି ଓ ସେବାୟତମାନଙ୍କୁ ନେଇ ମନ୍ଦିର କାର୍ଯ୍ୟାଳୟରେ ପ୍ରଶାସନ ଆଲୋଚନା କରିଛି। ଚଳିତ ବର୍ଷ ଶୀତଳଷଷ୍ଠୀ ଯାତ୍ରା ଓ ବିବାହ ଯାତ୍ରା ବେଳେ ଡିଜେ ବାଜିବ ନାହିଁ। ସେହିପରି ରାତି ୧୦ଟା ମଧ୍ୟରେ ଗୋଟିଏ ସ୍ଥାନରେ ବାଣ ଫୁଟିବ। ତାହା ପୁଣି ଲାଇସେନ୍ସ ପ୍ରାପ୍ତ ବାଣୁଆ ଏହି ବାଣ ଫୁଟାଇ ପାରିବେ। ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ … Continue reading ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ପ୍ରସ୍ତୁତି : ବାଜିବନି ଡିଜେ, ଗୋଟିଏ ସ୍ଥାନରେ ଫୁଟିବ ବାଣ