ଏନଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହ ରାଜ୍ୟସଭାର ଉପସଭାପତି ନିର୍ବାଚିତ

ନୂଆଦିଲ୍ଲୀ: ପୂର୍ବାହ୍ନ ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ଅନୁଷ୍ଠିତ ନିର୍ବାଚନରେ ଏନଡିଏ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଶାସକ ଏନ୍‌ଡିଏ ଓ ବିରୋଧୀ ମେଣ୍ଟ ମଧ୍ୟରେ ହୋଇଥିବା ଏହି ଶକ୍ତି ପରୀକ୍ଷାରେ ଏନଡିଏ ପ୍ରାର୍ଥୀ ତଥା ଜନତା ଦଳ (ୟୁ) ସାଂସଦ ହରିବଂଶ ନାରାୟଣ ସିଂହ ମେଣ୍ଟ ପ୍ରାର୍ଥୀ ତଥା କଂଗ୍ରେସ ସାଂସଦ ବି କେ ହରିପ୍ରସାଦଙ୍କୁ ୨୦ଟି ଭୋଟ୍‌ ବ୍ୟବଧାନରେ ପରାସ୍ତ କରି ରାଜ୍ୟସଭାର ଉପସଭାପତି ଭାବେ ନିର୍ବାାଚିତ ହୋଇଛନ୍ତି। … Continue reading ଏନଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହ ରାଜ୍ୟସଭାର ଉପସଭାପତି ନିର୍ବାଚିତ