ଓଡ଼ିଶା ପାଇଁ ଆଉ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ ରେଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେଉଥିବା ଯୋଗୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ। ଏହାଛଡ଼ା କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ … Continue reading ଓଡ଼ିଶା ପାଇଁ ଆଉ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ