ବାରବାଟୀରେ ଲଙ୍କା ପରାସ୍ତ – ୯୩ ରନ୍‌ରେ ଜିତିଲା ଭାରତ

କଟକ : ବାରବାଟୀରେ ଭାରତୀୟ କ୍ରିକେଟ୍‌ ଦଳ ଶ୍ରୀଲଙ୍କାକୁୁ ଧୂଳି ଚଟାଇ ଟେ୍ଵଣ୍ଟି-୨୦ରେ ସର୍ବବୃହତ ବିଜୟ ହାସଲ କରିଛି। ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତର ୧୮୦ ରନ୍‌ର ଜବାବରେ ଶ୍ରୀଲଙ୍କା ମାତ୍ର ୮୭ ରନ୍‌ରେ ସମସ୍ତ ଓ୍ଵିକେଟ୍‌ ହରାଇ ୯୩ ରନରେ ପରାସ୍ତ ହୋଇଛି। ଟେ୍ଵଣ୍ଟି-୨୦ରେ ରନ୍‌ ବ୍ୟବଧାନରେ ଏହା ଭାରତର ସର୍ବବୃହତ ବିଜୟ। ଭାରତକୁ ଏହି ବିଜୟ ଦେବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ଯୁବ ସ୍ପିନର ୟୁଜବେନ୍ଦ୍ର … Continue reading ବାରବାଟୀରେ ଲଙ୍କା ପରାସ୍ତ – ୯୩ ରନ୍‌ରେ ଜିତିଲା ଭାରତ