ଆସନ୍ତା ମେ’ ୨୮ରେ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନୂତନ ସଂସଦ ଭବନ ଉଦଘାଟନ କରିବାକୁ ନେଇ ବିରୋଧୀଙ୍କ ଆପତ୍ତି ମଧ୍ୟରେ ଆସନ୍ତା ମେ’ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ସଂସଦ ଭବନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ। ଏସଂପର୍କରେ ସଂସଦ ସଚିବାଳୟ ପକ୍ଷରୁ ଦିଆଯାଇଥିବା ସରକାରୀ ନିମନ୍ତ୍ରଣପତ୍ରରୁ ଜଣାପଡିଛି ଯେ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଉଦାଘାଟନୀ ସମାରୋହରେ ଯୋଗଦେଇ ନୂତନ ସଂସଦ ଭବନକୁ ଉଦଘାଟନ କରିବେ। ଲୋକସଭା … Continue reading ଆସନ୍ତା ମେ’ ୨୮ରେ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ