ରାଜଧାନୀରେ ଯୁବକଙ୍କୁ ହତ୍ୟା: ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍‌ ଗଠନ ହୋଇଛି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୟୁନିଟ -୧ ସ୍ଥିତ ଜିଇଡି ବସ୍ତିରେ ଏକ ହତ୍ୟାକାଣ୍ଡ ଘଟଣାକୁ ନେଇ ଗଣମାଧ୍ୟମରେ ନିଜର ମତ ରଖିଛନ୍ତି ଡିସିପି ପ୍ରତୀକ ସିଂହ। ସେ କହିଛନ୍ତି, ‘ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ ହୋଇଛି। ଘଟଣା ଘଟାଇଥିବା ୪ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଘଟଣା ଘଟିଛି। ଖୁବ ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାହେବ।’ଉଲ୍ଲେଖଯୋଗ୍ୟ, ରାଜଧାନୀ … Continue reading ରାଜଧାନୀରେ ଯୁବକଙ୍କୁ ହତ୍ୟା: ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍‌ ଗଠନ ହୋଇଛି