ତାଳଦଣ୍ଡା କେନାଲକୁ କାର ଖସି ଜଣଙ୍କର ମୃତ୍ୟୁ,ଜଣେ ଗୁରୁତର ଆହତ

କଟକ: ଭାରସାମ୍ୟ ହରାଇ କଟକ ତାଳଦଣ୍ଡା କେନାଲକୁ ଖସିଲା କାର। ମାତୃଭବନ ସମୁଖରେ ଭାରସାମ୍ୟ ହରାଇ କେନାଲକୁ ଖସିଯାଇଥିବା ସୂଚନା ରହିଛି। ସ୍ଥାନୀୟ ଲୋକଙ୍କ ଦ୍ଵାରା ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ କାରରେ ୨ ଜଣ ଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ କଟକ ବଡ଼ ମେଡ଼ିକାଲକୁ ପଠାଯାଇଥିବାବେଳେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ରାସ୍ତାରେ ଦୃତ ଗତିରେ ଆସୁଥିବାବେଳେ ଭାରସାମ୍ୟ … Continue reading ତାଳଦଣ୍ଡା କେନାଲକୁ କାର ଖସି ଜଣଙ୍କର ମୃତ୍ୟୁ,ଜଣେ ଗୁରୁତର ଆହତ