ଗୌହାଟି-ନିୟୁ ଜଲ୍‌ପାଇଗୁଡ଼ି ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍‌ସିଙ୍ଗ୍‌ ମାଧ୍ୟମରେ ଆସାମର ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌’ ଚଳାଚଳ ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଏହା ହେଉଛି ଉତ୍ତରପୂର୍ବ ଭାରତରେ ସର୍ବ ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ସେବା। ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଥମ ‘ଉତ୍ତରପୂର୍ବ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌’ ଚଳାଚଳ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ସହିତ ଉତ୍ତରପୂର୍ବରେ ଯୋଗାଯୋଗ ସମୃଦ୍ଧ କରିବ। ଆସାମର ପୂର୍ବତନ ସରକାରମାନଙ୍କୁ ବିଦ୍ରୂପ କରି … Continue reading ଗୌହାଟି-ନିୟୁ ଜଲ୍‌ପାଇଗୁଡ଼ି ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ