ଧାମନଗରରେ ଚାଞ୍ଚଲ୍ୟ : ସ୍ତ୍ରୀକୁ ମାରି ଜୀବନ ହାରିଲା ସ୍ୱାମୀ

ଧାମନଗର: ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛି ସ୍ୱାମୀ। ଭଦ୍ରକ ଜିଲ୍ଲା ଧାମନଗର ମୌଲାନାସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ ଆଜି ସକାଳେ ଧାମନଗର ଥାନା ମୌଲାନାସାହିରେ ସ୍ୱାମୀସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି। ଘର ଭିତରୁ ସ୍ତ୍ରୀର କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଘରଠାରୁ କିଛି ଦୂରରେ ବିଲରେ ଥିବା ଏକ ଗଛରେ ସ୍ୱାମୀର ଝୁଲନ୍ତା ମୃତଦେହ ଠାବ ହୋଇଛି। … Continue reading ଧାମନଗରରେ ଚାଞ୍ଚଲ୍ୟ : ସ୍ତ୍ରୀକୁ ମାରି ଜୀବନ ହାରିଲା ସ୍ୱାମୀ