ଚେନ୍ନାଇକୁ ଆଇପିଏଲ୍‌ ଟ୍ରଫି : ଧୋନିଙ୍କୁ ବିଦାୟୀ ଉପହାର

ଅହମଦାବାଦ : ମହେନ୍ଦ୍ର ସିଂହ ଧୋନିଙ୍କ ସମ୍ଭାବ୍ୟ ଶେଷ ଆଇପିଏଲ୍‌ ଟ୍ରଫି ଜିତିବା ସ୍ୱପ୍ନ ସାକାର ହୋଇଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଚେନ୍ନାଇ ୫ ୱିକେଟ୍‌ରେ ଗତଥରର ବିଜେତା ଗୁଜରାଟ ଟାଇଟନ୍ସକୁ ଶେଷ ବଲ୍‌ରେ ପରାସ୍ତ କରି ଟ୍ରଫି ହାସଲ କରିଛି। ଶେଷ ଦୁଇ ବଲ୍‌ରୁ ୧୦ ରନ୍ ଆବଶ୍ୟକ ଥିବାବେଳେ ମୋହିତ ଶର୍ମାଙ୍କୁ ଛକା ଓ ଚୌକା ମାରି ରବୀନ୍ଦ୍ର ଜାଦେଜା ଏହାକୁ ଧୋନିଙ୍କ ଷ୍ଟାଇଲରେ ଶେଷ କରିଥିଲେ। … Continue reading ଚେନ୍ନାଇକୁ ଆଇପିଏଲ୍‌ ଟ୍ରଫି : ଧୋନିଙ୍କୁ ବିଦାୟୀ ଉପହାର