ମେଧାବୀ ବଣ୍ଡା ଛାତ୍ରୀ କର୍ମା ମୁଦୁଲିଙ୍କୁ ସହାୟତାର ହାତ ବଢ଼ାଇଲା ପ୍ରଶାସନ

ମାଲକାନଗିରି: ମେଧାବୀ ବଣ୍ଡା ଛାତ୍ରୀ କର୍ମା ମୁଦୁଲିଙ୍କୁ ମାଲକାନଗିରି ଜିଲ୍ଲା ପ୍ରଶାସନ ସହାୟତାର ହାତ ବଢ଼ାଇଛି। ବଣ୍ଡା ମେଧାବୀ ଛାତ୍ରୀ ଦିନ ମଜୁରିଆ ଭାବେ କାମ କରୁ ଥିବା ଖବର ପ୍ରସାରଣ ପରେ ମେଧାବୀ ଛାତ୍ରୀ କର୍ମା ମୁଦୁଲିଙ୍କ ନିକଟରେ ପହଞ୍ଚିଛି ଜିଲ୍ଲା ପ୍ରଶାସନ। ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରଫୁଲ୍ଲ କୁମାର ଭୁଜବଳ ତଥା ଖଇରପୁଟ ବ୍ଲକ ସମ୍ପ୍ରସାରଣ ଅଧିକାରୀ କର୍ମା ରହୁଥିବା ଠିକା କ୍ୟାମ୍ପରେ ପହଞ୍ଚି ତଦନ୍ତ ଆରମ୍ଭ … Continue reading ମେଧାବୀ ବଣ୍ଡା ଛାତ୍ରୀ କର୍ମା ମୁଦୁଲିଙ୍କୁ ସହାୟତାର ହାତ ବଢ଼ାଇଲା ପ୍ରଶାସନ