ମିସନ୍ ଶକ୍ତି ମା’ମାନଙ୍କର ଉତ୍ପାଦିତ ସାମଗ୍ରୀ ବିଶ୍ୱ ଦରବାରରେ ଉପଲବ୍ଧ ହେବ: ଜିଲ୍ଲାପାଳ

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଗଞ୍ଜାମ ଜିଲ୍ଲାରୁ ସିଙ୍ଗାପୁର ଯିବାକୁ ଥିବା ଚାରି ଜଣ ମିସନ୍ ଶକ୍ତିର ମା’ ମାନଙ୍କୁ ବୁଧବାର ଦିନ ସମ୍ବର୍ଦ୍ଧିତ କରିଛନ୍ତି। ମିସନ୍ ଶକ୍ତି ମା’ ମାନଙ୍କର ଉତ୍ପାଦିତ ଉନ୍ନତ ମାନର ସାମଗ୍ରୀ ଆନ୍ତର୍ଜାତୀୟ ବଜାରରେ କିଭଳି ବିକ୍ରି କରାଯାଇ ପାରିବ ଏବଂ ସିଙ୍ଗାପୁରରେ କେଉଁ କେଉଁ ସାମଗ୍ରୀ ଉତ୍ପାଦିତ ହୋଇ କିଭଳି … Continue reading ମିସନ୍ ଶକ୍ତି ମା’ମାନଙ୍କର ଉତ୍ପାଦିତ ସାମଗ୍ରୀ ବିଶ୍ୱ ଦରବାରରେ ଉପଲବ୍ଧ ହେବ: ଜିଲ୍ଲାପାଳ