୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା : ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ … Continue reading ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା : ୟେଲୋ ଓ୍ଵାର୍ଣ୍ଣିଂ ଜାରି