୬୫୨୪ କୋଟିରେ ବିନିମୟରେ ହେବ ୧୯୮ ମେଗା ଉଠାଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର : ରାଜ୍ୟରେ ୬୫୨୪ କୋଟି ବ୍ୟୟରେ ୧୯୮ଟି ବୃହତ୍‌ (ମେଗା) ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଅର୍ଥ ମଂଜୁର କରିଛନ୍ତି। ସମସ୍ତ ପ୍ରକଳ୍ପ ମଧ୍ୟରୁ ୭୦ଟି ପ୍ରକଳ୍ପ ୨୦୧୮ ମାର୍ଚ ମାସ ଏବଂ ଆଉ ୪୦ଟି ପ୍ରକଳ୍ପ ଜୁନ୍‌ ମାସ ସୁଦ୍ଧା ସରିବ। ଅବଶିଷ୍ଟ ପ୍ରକଳ୍ପଗୁଡ଼ିକୁ ନିର୍ଧାରିତ ସମୟସୀମା ମଧ୍ୟରେ ସାରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତିି। ଏହି ପରିପ୍ରେକ୍ଷୀରେ … Continue reading ୬୫୨୪ କୋଟିରେ ବିନିମୟରେ ହେବ ୧୯୮ ମେଗା ଉଠାଜଳସେଚନ ପ୍ରକଳ୍ପ