ଆରପାରିରେ ଭୁବନେଶ୍ୱରର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ର

ଭୁବନେଶ୍ୱର: ଭୁବନେଶ୍ୱର ପୌର ନିଗମର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ସକାଳେ ତାଙ୍କର ସହିଦ ନଗରସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଜଣେ ସମାଜସେବୀ ଓ ରାଜନେତା ତଥା ଚିକିତ୍ସକ ଭାବେ ବେଶ ଜଣାଶୁଣା ଥିଲେ। ତାଙ୍କର ଧର୍ମପତ୍ନୀ ଡକ୍ଟର ସଂଘମିତ୍ରା ମିଶ୍ର ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକା। ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ … Continue reading ଆରପାରିରେ ଭୁବନେଶ୍ୱରର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ର