ଓଡ଼ିଶାରେ ଆହୁରି ୪ରୁ ୫ ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର: ରାଜ୍ୟରେ ଆଜି ମଧ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏନେଇ ସୂଚନା ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତ ଦୁଇଦିନ ତୁଳନାରେ ରାଜ୍ୟକୁ ପ୍ରବାହିତ ହେଉଥିବା ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଉତ୍ତପ୍ତ ବାୟୁ ଅଧିକ ସକ୍ରିୟ ଥିବାରୁ ଉପକୂଳ ଓଡ଼ିଶାରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ତାପମାତ୍ରା ଦୃଷ୍ଟାନ୍ତମୂଳକ ବୃଦ୍ଧି ସମ୍ଭାବନା ରହିଛି। ଏହା ବ୍ୟତୀତ ଗ୍ରୀଷ୍ମପ୍ରବାହ ରାଜ୍ୟରେ ୪ରୁ ୫ ଦିନ … Continue reading ଓଡ଼ିଶାରେ ଆହୁରି ୪ରୁ ୫ ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ