ସରିଲା ବିରୋଧୀଙ୍କ ମାନସମନ୍ଥନ : ଶିମଲାରେ ହେବ ପରବର୍ତ୍ତୀ ବୈଠକ

ପାଟନା: ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବିରୋଧରେ ଲଢେଇ ପାଇଁ ଆଜି ବିହାରର ପାଟନାରେ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳମାନଙ୍କର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିକାର ବୈଠକରେ ୩୦ରୁ ଅଧିକ ବିରୋଧୀଦଳ ସାମିଲ ହୋଇଥିଲେ। ଏହି ବୈଠକରେ ଆଗାମୀ ଲୋକସଭା ନିର୍ବାଚନ -୨୦୨୪ରେ ବିଜେପି ବିରୋଧରେ ଏକଜୁଟ ହେବା ପାଇଁ ରଣନୀତି ଉପରେ ଆଲୋଚନା କରାଯାଇଥିଲା। ବିରୋଧୀ ଦଳର ଏହି ବୈଠକ ପ୍ରାୟ ୪ … Continue reading ସରିଲା ବିରୋଧୀଙ୍କ ମାନସମନ୍ଥନ : ଶିମଲାରେ ହେବ ପରବର୍ତ୍ତୀ ବୈଠକ