ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି : କଟକ ଓ ଭଦ୍ରକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

କଟକ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଏହି ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। … Continue reading ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି : କଟକ ଓ ଭଦ୍ରକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ