ରାଜ୍ୟରେ ଫାଇଲେରିଆ ନିରାକରଣ ଲାଗି ଆଇଭରମେଟିନ ବଟିକା : ଅଗଷ୍ଟ ୧୦ରୁ ଆରମ୍ଭ ହେବ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ ଫାଇଲେରିଆ ନିରାକରଣ ଲାଗି ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଫାଇଲେରିଆ ରୋଗ ନିରାକରଣ ପାଇଁ ଆଇଭରମେଟିନ ବଟିକା ଦିଆଯିବ। ଆସନ୍ତା ଅଗଷ୍ଟ ୧୦ରୁ ରାଜ୍ୟରେ ସାମୁହିକ ଔଷଧ ବିତରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଅଗଷ୍ଟ ୧୦ରୁ ୧୯ ତାରିଖ ଯାଏଁ ଏହି କାର୍ଯ୍ୟକ୍ରମ ଚାଲିବ। ୧୧ ଜିଲ୍ଲାର ୧ କୋଟି ୮୧ ଲକ୍ଷ ଲୋକଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ … Continue reading ରାଜ୍ୟରେ ଫାଇଲେରିଆ ନିରାକରଣ ଲାଗି ଆଇଭରମେଟିନ ବଟିକା : ଅଗଷ୍ଟ ୧୦ରୁ ଆରମ୍ଭ ହେବ ଅଭିଯାନ