ରାଧାକୁ ମିଳିଲା ନୂଆ ଜୀବନ

କିଶୋରନଗର: ୨୦ ଫୁଟ୍‌ ଗଭୀର ବୋର୍‌େଓ୍ଵଲ ଖାତକୁ ଗଳିପଡ଼ିଲା ୩ ବର୍ଷର ଶିଶୁକନ୍ୟା। ଦୀର୍ଘ ୭ ଘଣ୍ଟାର ଜୀବନ ମରଣ ସଂଘର୍ଷ ପରେ ବଞ୍ଚିଗଲା ଜୀବନ। ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଜାମୁନାଳି ପଞ୍ଚାୟତ ଗୋଳାସର ଗାଁରେ ସୋମବାର ପୂର୍ବାହ୍‌ଣରେ ଘଟିଥିଲା ଏହି ଅଭାବିତ ଘଟଣା। ଅତି ସତର୍କତାର ସହିତ ଖାତ ପାଖରୁ ସୁଡ଼ଙ୍ଗ ଖୋଳି ଶିଶୁକନ୍ୟାଟିକୁ ଉଦ୍ଧାର କରାଯିବା ପରେ ସମସ୍ତେ ଆଶ୍ୱସ୍ତ ହୋଇଥିଲେ। ବୋର୍‌େଓ୍ଵଲ … Continue reading ରାଧାକୁ ମିଳିଲା ନୂଆ ଜୀବନ